• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜମି କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Libra

ତୁଳା

Thursday 12 Jan 2023

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ପରସ୍ପର ପ୍ରତି ଦାୟିତ୍ବର ଭାବନା ଆସିବା ସହିତ ସମ୍ପର୍କକୁ ମଜବୁତ ରହିବ ।

ସ୍ୱାତୀ- ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ ।

ବିଶାଖା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ । ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :