• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜମି କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Sagittarius

ଧନୁ

Thursday 12 Jan 2023

ମୂଳା- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କିଛି କାର୍ଯ୍ୟ କଳାପ ଆପଣଙ୍କର ସରକାରଙ୍କ ବିରୋଧରେ ଯାଇପାରେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ ।

ପୂ, ଷାଢା- ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଏକାଡେମିକ୍ କାର‌୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ଉ, ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :