ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ଉ, ଷାଢା- କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ ।
ଶ୍ରବଣା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ ।
ଧନିଷ୍ଠା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ ।
ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮