Advertisment

Daily Horoscope 12th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ମିଳିବ

author-image
Pallipuspa Samal
Daily Horoscope 12th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ମିଳିବ
ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୬.୩୪ ଗତେ ୧୪ଶୀ ନିଶାନ୍ତ ୦୫.୦୩ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ