• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th July 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ଆସିପାରେ ଉନ୍ନତି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ସନ୍ଧ୍ୟା ୦୫.୫୯ ଗତେ ୧୧ଶୀ । ଘାତ ଚନ୍ଦ୍ର- ମେଷ ରାତ୍ରି ୦୧.୫୮ ଗତେ ବିଛା । ଘାତ ବାର – କର୍କଟ, ପୁଷ୍କର ଦୋଷ- ରାତ୍ରି ୦୭.୪୩ ଗତେ ୧ପାଦ- କୁଟୁମ୍ଭହାନୀ- ତିଳକାଞ୍ଚନ ଦାନ

Aries

ମେଷ

Wednesday 12 Jul 2023

ଅଶ୍ୱନୀ- କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ଭଲ ଅର୍ଥ ପାଇବେ । ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ପାଇବେ ।

ଦ୍ୱିଜା- ଅନେକ ଆଶା ଓ ବିଶ୍ୱାସକୁ ନେଇ ଦିନଭରି କାମରୁ ଫୁରୁସତ ପାଇବେ ନାହିଁ । କୌଣସି ପରିସ୍ଥିତିର କଳ୍ପନା କରି ସାମୟିକ ଭାବାନ୍ତର ସୃଷ୍ଟି ହୋଇପାରେ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ।

କୃତିକା- ସାହିତ୍ୟ, ଗବେଷଣା ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ମାନସିକ ଅଶାନ୍ତି ଥିବା ହେତୁ ଅଫିସ୍‌ରେ ମଧ୍ୟ କୈାଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ । ଆଜିର ଆର୍ଥିକ ସ୍ଥିତି ଭଲ ରହିବ, ତଥାପି ପରିସ୍ଥିତିକୁ ଲକ୍ଷ୍ୟ ରଖି କାମ କରିବା ଭଲ ହେବ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :