ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ସନ୍ଧ୍ୟା ୦୫.୫୯ ଗତେ ୧୧ଶୀ । ଘାତ ଚନ୍ଦ୍ର- ମେଷ ରାତ୍ରି ୦୧.୫୮ ଗତେ ବିଛା । ଘାତ ବାର – କର୍କଟ, ପୁଷ୍କର ଦୋଷ- ରାତ୍ରି ୦୭.୪୩ ଗତେ ୧ପାଦ- କୁଟୁମ୍ଭହାନୀ- ତିଳକାଞ୍ଚନ ଦାନ
ମୃଗଶିରା- ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ପରିସରର ବ୍ୟକ୍ତିବିଶେଷଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।
ଆଦ୍ରା- ସାମାଜିକ ସ୍ତରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ଅତି ଭଲ ସମ୍ପର୍କ ଲୋକଟି ଦୂରେଇ ଯାଇ ଥିବାରୁ ମନରେ ସରସତା ରହି ନ ପାରେ । ଅବହେଳିତ କେତେକ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
ପୁନର୍ବସୁ- ଆଇନ ଅଦାଲତ ତଥା ବିବାଦୀୟ କ୍ଷେତ୍ରରୁ ସୁଫଳ ପାଇବେ । କିଛି କହିବା ପୂର୍ବରୁ ପରିସ୍ଥିତିକୁ ନଜରରେ ରଖନ୍ତୁ । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ପ୍ରତିକାର – ମା’ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫