Daily Horoscope 12th July 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ଆସିପାରେ ଉନ୍ନତି
/odishatv-khabar/media/media_files/uploadimage/library/16_9/16_9_0/IMAGE_1689130326-809261.jpg)
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ସନ୍ଧ୍ୟା ୦୫.୫୯ ଗତେ ୧୧ଶୀ । ଘାତ ଚନ୍ଦ୍ର- ମେଷ ରାତ୍ରି ୦୧.୫୮ ଗତେ ବିଛା । ଘାତ ବାର – କର୍କଟ, ପୁଷ୍କର ଦୋଷ- ରାତ୍ରି ୦୭.୪୩ ଗତେ ୧ପାଦ- କୁଟୁମ୍ଭହାନୀ- ତିଳକାଞ୍ଚନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
