• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଉଚ୍ଚ ପଦବୀ ପାଇଁ ନିଯୁକ୍ତି ହେବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର,ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୬ଷ୍ଠୀ ଦିବା ୧୨.୩୩ ଗତେ ୭ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Aries

ମେଷ

Friday 12 Jul 2024

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ

ଦ୍ୱିଜା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ । ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।

କୃତିକା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ

ପ୍ରତିକାର - ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :