• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଉଚ୍ଚ ପଦବୀ ପାଇଁ ନିଯୁକ୍ତି ହେବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର,ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୬ଷ୍ଠୀ ଦିବା ୧୨.୩୩ ଗତେ ୭ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Gemini

ମିଥୁନ

Friday 12 Jul 2024

ମୃଗଶିରା- ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ

ଆଦ୍ରା- ବାଦବିଦାଦ, ଓ ସାକ୍ଷାତ୍କାରରେ ମନ ଖୁସି ହୋଇଯିବ । ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଏକାଧିକ କାମରେ ହାତ ଦେଇ ଅସୁବିଧାରେ ପଡି ପାରନ୍ତି

ପୁନର୍ବସୁ- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :