Advertisment

Daily Horoscope 12th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଉଚ୍ଚ ପଦବୀ ପାଇଁ ନିଯୁକ୍ତି ହେବେ

author-image
Pallipuspa Samal
Daily Horoscope 12th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଉଚ୍ଚ ପଦବୀ ପାଇଁ ନିଯୁକ୍ତି ହେବେ
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର,ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୬ଷ୍ଠୀ ଦିବା ୧୨.୩୩ ଗତେ ୭ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ