• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଉଚ୍ଚ ପଦବୀ ପାଇଁ ନିଯୁକ୍ତି ହେବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର,ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୬ଷ୍ଠୀ ଦିବା ୧୨.୩୩ ଗତେ ୭ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Libra

ତୁଳା

Friday 12 Jul 2024

ଚିତ୍ରା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ଜାଗା , ଜମି ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ

ସ୍ୱାତୀ- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତ୍ତୃପ୍ତି ଲାଭ କରିବେ । ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି

ବିଶାଖା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :