• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଉଚ୍ଚ ପଦବୀ ପାଇଁ ନିଯୁକ୍ତି ହେବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର,ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୬ଷ୍ଠୀ ଦିବା ୧୨.୩୩ ଗତେ ୭ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Sagittarius

ଧନୁ

Friday 12 Jul 2024

ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।

ପୂ,ଷାଢା- ଦୀର୍ଘଦିନରୁ ଅଟକି ରହିିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ

ଉ,ଷାଢା- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅସଂଯତ କାର‌୍ୟ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :