• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2023: ଏହି ରାଶିର ବ୍ୟକ୍ତି ଆଜି ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୯ମୀ ଦିବା ୧୦.୩୫ ଗତେ ୧୦ ମୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Monday 12 Jun 2023

ଉ , ଷାଢା - ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।

ଶ୍ରବଣା – ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ଧନିଷ୍ଠା – ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି ବନ୍ଧୁଙ୍କୁ । ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :