Daily Horoscope 12th June 2023: ଏହି ରାଶିର ବ୍ୟକ୍ତି ଆଜି ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୯ମୀ ଦିବା ୧୦.୩୫ ଗତେ ୧୦ ମୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Monday 12 Jun 2023

ଅଶ୍ୱନୀ – ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ

ଦ୍ୱିଜା – କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ

କୃତିକା – ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ

ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :