• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Taurus

ବୃଷ

Wednesday 12 Jun 2024

କୃତିକା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ରୋହିଣୀ- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ମୃଗଶିରା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :