• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Aquarius

କୁମ୍ଭ

Wednesday 12 Jun 2024

ଧନିଷ୍ଠା- କୈାଣସି ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।

ଶତଭିଷା-ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର‌୍ୟ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ପୂ,ଭାଦ୍ରପଦ-ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :