• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Pisces

ମୀନ

Wednesday 12 Jun 2024

ପୂ,ଭାଦ୍ରପଦ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ଉ,ଭାଦ୍ରପଦ- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ରେବତୀ- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :