• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Cancer

କର୍କଟ

Wednesday 12 Jun 2024

ପୁନର୍ବସୁ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପୁଷ୍ୟା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଅଶ୍ଲେଷା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :