• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Virgo

କନ୍ୟା

Wednesday 12 Jun 2024

ଉ,ଫଳଗୁନି- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ହସ୍ତା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ଚିତ୍ରା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :