• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Libra

ତୁଳା

Wednesday 12 Jun 2024

ଚିତ୍ରା- ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ

ସ୍ୱାତୀ- ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।

ବିଶାଖା-ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :