• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Sagittarius

ଧନୁ

Wednesday 12 Jun 2024

ମୂଳା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ

ପୂ,ଷାଢା- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ

ଉ,ଷାଢା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :