• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୨ ବୁଧବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୧୭ ଗତେ ୭ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୭.୧୭ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ

Capricorn

ମକର

Wednesday 12 Jun 2024

ଉ,ଷାଢା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।

ଶ୍ରବଣା- ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ

ଧନିଷ୍ଠା- ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :