• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th March 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୧୭ ଗତେ ବିଛା,ତିଥି – ୫ମୀ ରାତ୍ରି ୧୦.୦୧ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ପ୍ରାତଃ ୦୭.୫୯ ଗତେ ୨ ପାଦ ।

Aries

ମେଷ

Sunday 12 Mar 2023

ଅଶ୍ୱନୀ – କଷ୍ଟ, ଯନ୍ତ୍ରଣାରୁ ମୁକ୍ତି ପାଇବେ । ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।

ଦ୍ୱିଜା – ପ୍ରତିଯୋଗୀ ବ୍ୟପାରିଙ୍କ ତୃଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ ।

କୃତିକା – ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।

ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :