Advertisment

Daily Horoscope 12th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣର ଯୋଗ ରହିଛି

author-image
Pallipuspa Samal
Daily Horoscope 12th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣର ଯୋଗ ରହିଛି
ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ରାତ୍ରି ୦୮.୩୦ ଗତେ ମେଷ,ତିôଥ- ୨ୟା ପ୍ରାତଃ ୦୭.୧୩ ଗତେ ୩ୟା(କ୍ଷୟ) ରାତ୍ରି ୦୪.୦୪ ଗତେ ୪ର୍ଥୀ,ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୮.୩୦ ଗତେ ମେଷ ରାଶିର,ଘାତବାର- ମକର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ପାଦ-କୃଷିହାନି-ଭୂମିଦାନ ।