ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ରାତ୍ରି ୦୮.୩୦ ଗତେ ମେଷ,ତିôଥ- ୨ୟା ପ୍ରାତଃ ୦୭.୧୩ ଗତେ ୩ୟା(କ୍ଷୟ) ରାତ୍ରି ୦୪.୦୪ ଗତେ ୪ର୍ଥୀ,ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୮.୩୦ ଗତେ ମେଷ ରାଶିର,ଘାତବାର- ମକର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ପାଦ-କୃଷିହାନି-ଭୂମିଦାନ ।
ବିଶାଖା- ରୋଗୀ ମାନଙ୍କ ରୋଗ ପ୍ରାୟତଃ କମି ଯାଇପାରେ । ପରିସ୍ଥିତି ବଦଳି ଯିବା ଫଳରେ ଅଯଥା ହଇରାଣ ହୋଇପାରନ୍ତି । କୌଣସି କାର୍ଯ୍ୟର ସମାଧାନ ହୋଇଯିବ ।
ଅନୁରାଧା- ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀ ମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ
ଜ୍ୟେଷ୍ଠା- ରାଜନୀତିରେ ଆଗକୁ ଯିବେ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬