ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
କୃତିକା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ରୋହିଣୀ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ମୃଗଶିରା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।
ପ୍ରତିକାର – ମା' କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।