• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

Pisces

ମୀନ

Wednesday 12 Mar 2025

ପୂ,ଭାଦ୍ରପଦ-ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ ।  ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତିମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ଉ,ଭାଦ୍ରପଦ- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବାର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ । ରେବତୀ- ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ ନଚେତ୍ କୌଣସି ଅପ୍ରୀତିକର ପରିସ୍ଥତର ସାମ୍ନା କରିବାକୁ ପଡିପାରେ । 

ପ୍ରତିକାର – ସକାଳୁ ଉଠି ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ  ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।