ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ମୃଗଶିରା- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆଦ୍ରା- ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ପ୍ରେମ ପ୍ରସଙ୍ଗ ପ୍ରତି ବିଶ୍ୱାସ ବଢିପାରେ । ପୁନର୍ବସୁ- ରାଜନୀତିରେ ଲୋକଙ୍କ ପ୍ରିୟ ରହିବେ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ । ମହିଳାମାନେ ପୂଜାପାଠରେ ମନ ଲଗାଇବେ ।
ପ୍ରତିକାର– ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।