ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ପୁନର୍ବସୁ- ଦେହପୀଡାକୁ ଉପେକ୍ଷା ନକରି କର୍ମରେ ଲାଗି ରହିବେ । ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ପୁଷ୍ୟା- ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । ଛାତ୍ରଛାତ୍ରୀ ପଢାରେ ଭଲ ସଫଳତା ଆଣିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ଅଶ୍ଲେଷା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତ୍ତବ୍ୟନିଷ୍ଠା ଯୋଗୁଁ ସମସ୍ତଙ୍କର ଆଦର ହେବେ ।
ପ୍ରତିକାର– ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।