ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ମଘା- ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ । ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ । ଉ,ଫାଲଗୁନି- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।
ପ୍ରତିକାର – ସୂର୍ଯ୍ୟଙ୍କୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।