• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

Virgo

କନ୍ୟା

Wednesday 12 Mar 2025

ଉ,ଫଳଗୁନି- ଶାରୀରିକ ସୁସ୍ଥତା ବଜାୟ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ ।  ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ହସ୍ତା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ । ଚିତ୍ରା- ନିଜ ପରିସରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର-  ନୃସିଂଙ୍କର  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ  ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।