• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

Scorpio

ବିଛା

Wednesday 12 Mar 2025


ବିଶାଖା- ସ୍ୱାସ୍ଥ୍ୟ ଠିକ୍ ରହିବ ଏବଂ କୌଣସି କାମ ଅଟକି ରହିବ ନାହିଁ । ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠା ହୋଇପାରେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଅନୁରାଧା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ ।  ଅଯଥା ବିରକ୍ତି ନହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।  ଜ୍ୟେଷ୍ଠା- କଳା, ସାହିତ୍ୟ,ଗବେଷଣା, ବାଣିଜ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି କରିପାରନ୍ତି । ଜମିଜମା, ଯାନବାହନ ଓ ଲୋକସମ୍ପର୍କ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଆପଣଙ୍କ ନୀରବତାକୁ ସମ୍ପର୍କୀୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ ।

ପ୍ରତିକାର – ମା' ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ  ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।