• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

Sagittarius

ଧନୁ

Wednesday 12 Mar 2025


ମୂଳା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ପୂ,ଷାଢା- ଛାତ୍ର ଛାତ୍ରୀ ପଢାରେ ମନଯୋଗ ରଖିପାରିବେ ନାହିଁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳାମାନେ କଠିନ ପରିଶ୍ରମ କରିବେ ।
ଉ,ଷାଢା- ମହିଳାମାନେ ଜିନିଷ କିଣିବାକୁ ସହରକୁ ଯାଇପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ । ଉପରିସ୍ଥିଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ  ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।