• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

Capricorn

ମକର

Wednesday 12 Mar 2025


ଧନିଷ୍ଠା- ବ୍ୟବସାୟୀମାନେ ଭାଗୀଦାରି ବ୍ୟବସାୟ କରିବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ଶତଭିଷା- ରାଜନୀତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ । ସାମ୍ବାଦିକମାନେ ଲକ୍ଷ ଦିଗରେ ଆଗେଇବେ । ପୂ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ୍ତ ରଖନ୍ତୁ

ପ୍ରତିକାର– ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ  ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।