ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ଚିତ୍ରା- ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧାନ୍ୟ ବଜାୟୀ ରଖିବେ । ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସ୍ୱାତୀ- କର୍ମଜୀବୀମାନେ କର୍ମପ୍ରବଣତା ପ୍ରୀତି ବୃଦ୍ଧି ପାଇବ । ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ । ବିଶ୍ୱାସୀ ଲୋକ ବିଶ୍ୱାସଘାତ କାମ କରିପାରନ୍ତି । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ବିଶାଖା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗୀ କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଆଇନ, ଅଦାଲତରେ ଜଡିତ ରହିବେ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।