• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Aries

ମେଷ

Friday 12 May 2023

ଅଶ୍ୱନୀ- ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ                          

ଦ୍ୱିଜା- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ         

କୃତିକା- କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର‌୍ୟ୍ୟକରି ପ୍ରଂଶସିତ ହେବେ । ନିଜର କାର‌୍ୟ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ

ପ୍ରତିକାର - ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :