• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Taurus

ବୃଷ

Friday 12 May 2023

କୃତିକା- ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ

ରୋହିଣୀ- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ

ମୃଗଶିରା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :