• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Aquarius

କୁମ୍ଭ

Friday 12 May 2023

ଧନିଷ୍ଠା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ

ଶତଭିଷା- ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ

ପୂ, ଭାଦ୍ରପଦ- ମହିଳା ମାନେ ଚାକିରିର ସୁଯୋଗ ପାଇବେ । ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :