• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Pisces

ମୀନ

Friday 12 May 2023

ପୂ, ଭାଦ୍ରପଦ- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ

ଉ, ଭାଦ୍ରପଦ- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି

ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ।

ପ୍ରତିକାର- ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବା ସହିତ ସାହାଯ୍ୟ ସହଯୋଗ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :