• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Cancer

କର୍କଟ

Friday 12 May 2023

ପୁନର୍ବସୁ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ପୁଷ୍ୟା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ

ଅଶ୍ଳେଷା- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ।

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :