• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Leo

ସିଂହ

Friday 12 May 2023

ମଘା- କୌଣସି କାର‌୍ୟ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ

ପୂ- ଫାଲ୍‌ଗୁନୀ- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ ।ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି

ଉ- ଫାଲ୍‌ଗୁନୀ- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର‌୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ମହିଳା ମାନଙ୍କୁ ଭ୍ରମଣ ସୁଯୋଗ ଜୁଟିବ ।

ପ୍ରତିକାର – ମାଙ୍କଡକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :