• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Libra

ତୁଳା

Friday 12 May 2023

ଚିତ୍ରା- ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ

ସ୍ୱାତୀ- ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ

ବିଶାଖା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :