• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Scorpio

ବିଛା

Friday 12 May 2023

ବିଶାଖା- ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ

ଅନୁରାଧା- ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ

ଜ୍ୟୋଷ୍ଠା- ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ।

ପ୍ରତିକାର– ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :