• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Sagittarius

ଧନୁ

Friday 12 May 2023

ମୂଳା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର‌୍ୟ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ

ପୂ, ଷାଢା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ

ଉ, ଷାଢା- ମାଲିମକଦ୍ଦମାରେ ସଫଳତା ମିଳିବ। ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ।

ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :