• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2023: ଶାରୀରିକ ଅସୁସ୍ଥତା ଦେଖାଦେବ, ପ୍ରତିକାର ପାଇଁ କରିବେ କଣ?

ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ

Capricorn

ମକର

Friday 12 May 2023

ଉ, ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ

ଶ୍ରବଣା- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି

ଧନିଷ୍ଠା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ।

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :