• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Sunday 12 May 2024

କୃତିକା- ମନରେ ଉତ୍ତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ । ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେବାକୁ ପଡ଼ିପାରେ ।

ରୋହିଣୀ-ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ । ପଡ଼ୋଶୀ ସହଯୋଗରୁ କୌଣସି କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ ବ୍ୟସ୍ତ ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।

ମୃଗଶିରା- ଉଚ୍ଚ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରି ସ୍ୱାର୍ଥ ହାସଲ ଚେଷ୍ଟା କରିପାରନ୍ତି । ଘରୋଇ କ୍ଷେତ୍ରରେ ଅଭାବ ନ ଥିଲେ ମଧ୍ୟ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :