• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Sunday 12 May 2024

ଧନିଷ୍ଠା – ସୁସ୍ଥ ଅନୁଭବ କରିବେ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ ।  କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।
ଶତଭିଷା – ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୌଭାଗ୍ୟ ପ୍ରଦାନ କରିବ ।
ପୂ , ଭାଦ୍ରପଦ  –  ଅଦାଲତରେ ଜୟଯୁକ୍ତ ହେବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :