• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Sunday 12 May 2024

ମୃଗଶିରା  - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବାରରେ ତିକ୍ତତା ଦେଖାଦେଇ ପାରେ । ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଆଦ୍ରା – ରାଜନୀତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ମହିଳା ମାନେ କୌଣସି ସଭାରେ ସମ୍ମାନିତ ହେବେ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ  ସହିତ ସପଂର୍କ  ସ୍ଥାପନ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ପୁନର୍ବସୁ - ଛାତ୍ରଛାତ୍ରୀ ମାନେ ପଢାରେ ଅଗ୍ରଗତି କରିବେ । ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :