• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Leo

ସିଂହ

Sunday 12 May 2024

ମଘା – ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟ ବୃଦ୍ଧି ହୋଇପାରେ ।
ପୂ , ଫାଲଗୁନୀ - ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ଉ ,ଫାଲଗୁନୀ – ଆପଣଙ୍କ କଳାତ୍ମକ ବଢିପାରେ । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ ।
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :