• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Sunday 12 May 2024

ଚିତ୍ରା – ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । 
ସ୍ୱାତୀ – ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।
ବିଶାଖା – ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ ।  ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ ।
ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :